AD

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ନିର୍ମାଣ କନକ୍ଲେଭରେ ଯୋଗଦେବେ || Union Railway Minister Ashwini Vaishnab, who is coming to Odisha today, will attend the construction conclave

Union Railway Minister Ashwini Vaishnab, who is coming to Odisha today, will attend the construction conclave

କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି।ଏହି ଗସ୍ତ ଅବସରରେ ଶ୍ରୀ ବୈଷ୍ଣବ  ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ନିର୍ମାଣ କନକ୍ଲେଭ-୨୦୨୨ରେ ଯୋଗ ଦେବେ। ଏଥିସହ ସେ ପୂର୍ବତଟ ରେଳପଥ ମୁଖ୍ୟାଳୟ ତଥା ରେଳ ସଦନଠାରେ ରେଳପଥ ଅଧିକାରୀମାନଙ୍କ ସହ ଓଡ଼ିଶାରେ ଚାଲୁଥିବା ବିଭିନ୍ନ ରେଳ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିବେ। ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟଗୁଡ଼ିକର ମଧ୍ୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।
 

Post a Comment

0 Comments