AD

ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟ ସ୍ବାଗତ

 


ଜି୨୦ ଶିଖର ସମ୍ମିଳନୀର ସଫଳତା ପରେ ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ସେଠାରେ ସେ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ‌ଯୋଗଦେବାକୁ ଆସିଥିଲେ, ଯେଉଁଠି ଚଳିତବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନଗୁଡ଼ିକ ଉପରେ ବିଚାରବିମର୍ଶ କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦୀ ଦଳୀୟ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଅନ୍ୟ ବରିଷ୍ଠ ବିଜେପି ନେତାମାନେ ଗୋଲାପ ଫୁଲ ଦେଇ ସ୍ବାଗତ ଜଣାଇଥିଲେ।

 

Post a Comment

0 Comments