AD

The eleventh principle of changing the Lord's side ମହାପ୍ରଭୁଙ୍କ ପାର୍ଶ୍ବ ପରିବର୍ତ୍ତନ ଏକାଦଶୀ ନୀତି

 


ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପାର୍ଶ୍ବ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଆଜି ସକାଳୁ ଏଥିପାଇଁ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯିବ ।  ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତି କାନ୍ତି ବଢିବ । ଶ୍ରୀମନ୍ଦିରରେ ଆସନ୍ତାକାଲି ବାମନ ଜନ୍ମ ନୀତି ସହ ଶ୍ରୀନହରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ ପାଳନ କରାଯିବ । 

Post a Comment

0 Comments