AD

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ବନ୍ଦ || Drink in the temple, Gutkha is closed

 


ଶ୍ରୀମନ୍ଦିରରେ ନୂଆ ବର୍ଷରୁ ପାନ, ଗୁଟଖା ସମ୍ପୂର୍ଣ୍ଣ ବନ୍ଦ । ଶ୍ରୀମନ୍ଦିର ନୀତି ସବ୍ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ବୈଠକ ପରେ ମୁଖ୍ୟ ପ୍ରଶାସକଙ୍କ ସୂଚନା । ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡାକଡି ଲାଗୁ ହେବ । ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଉତ୍ତର ଦ୍ୱାରରେ ରାମ୍ପ ବ୍ୟବସ୍ଥା ହେବ ।

Post a Comment

0 Comments