AD

The principal was caught by the vigilance || ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନଶିକ୍ଷକ

 


୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ 5T ସ୍କୁଲ ପ୍ରଧାନଶିକ୍ଷକ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଅଧମୁଣ୍ଡା ସରକାରୀ ହାଇସ୍କୁଲର ପ୍ରଧାନଶିକ୍ଷକ ଅଗସ୍ଥି ସାହୁ ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ପ୍ରଧାନଶିକ୍ଷକ ଅଗସ୍ଥି ସାହୁ ସ୍କୁଲ ଅଫିସରେ ଠିକାଦାର ଯୁଧିଷ୍ଠିର ଭଗତଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ସମସ୍ତ ଲାଞ୍ଚ ଅର୍ଥ ପ୍ରଧାନ ଶିକ୍ଷକଙ୍କଠାରୁ ଜବତ କରାଯାଇଥିଲା।

Post a Comment

0 Comments