AD

The world famous archery has come to an end || ଶେଷ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

 


ଗତକାଲି ରାତିରେ କଂସ ବଧ ସହ ସରିଛି ବରଗଡ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। କଂସ ବଧ ସହ ଧନୁଯାତ୍ରାରେ ଯବନିକା ପଡ଼ିଛି। ଅନ୍ୟାୟ ଉପରେ ନ୍ୟାୟର ବିଜୟ ହୋଇଛି। ମଥୁରାକୁ କ୍ରୁର କଂସର ଶାସନରୁ ମୁକ୍ତି ମିଳିଛି। ଏହାପରେ ଶ୍ରୀକୃଷ୍ଣ ଓ ଭାଇ ବଳରାମ ମଥୁରା ନଗରୀ ଭ୍ରମଣ କରିଛନ୍ତି।

Post a Comment

0 Comments