AD

It will grow again from 13 || ୧୩ରୁ ପୁଣି ବଢିବ ତାତି

 


ପୁଣି କଲବଲ କରିବ ତାତି । ରାଜ୍ୟରେ ଏପ୍ରିଲ ୧୩ରୁ ଦିନରେ ଉପରକୁ ଚଢ଼ିବ ପାରଦ । ରାଜ୍ୟରେ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରାରେ ଦୃଷ୍ଟାନ୍ତ ମୂଳକ ବୃଦ୍ଧି ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ଛୁଇଁବା ସମ୍ଭାବନା ରହିଛି ।

 

Post a Comment

0 Comments